You are here
Home > New Year Status > ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା । 

ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା । 


ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା । ମୁମ୍ବାଇ ବାନ୍ଦ୍ରାସ୍ଥିତ ବାସଭବନରେ ଅଭିନେତା ଆତ୍ମହତ୍ୟା କରିଥିବା ସୂଚନା । ସୁଶାନ୍ତଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ । ମହେନ୍ଦ୍ର ସିଂହ ଧୋନୀଙ୍କ ବାୟୋପିକରେ ମୁଖ୍ୟ ଭୂମିକାରେ ଅଭିନୟ କରି ପ୍ରଶଂସା ସାଉଁଟିଥିଲେ । ଧାରାବାହିକ ‘ପବିତ୍ର ରିସ୍ତା’ ରୁ ଲୋକପ୍ରିୟ ହୋଇଥିବା ସୁଶାନ୍ତଙ୍କ ପ୍ରଥମ ସିନେମା କାଇ ପୋ ଛେ ଥିଲା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ସମ୍ବାଦ ଓ କନକ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ‘ସମ୍ବାଦ’ ଗ୍ରୁପର ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |





Source link

Leave a Reply

Top
Bitnami